Indus Valley Times

ମାନସ ସ୍ୱାଇଁ ହତ୍ୟା ମାମଲାରେ ଜେଲକୁ ଗଲେ ଶର୍ମିଷ୍ଠା ଓ ତାଙ୍କ ସହଯୋଗୀ ଝୁନା,ଚିପ୍ କୁ ନେଇ ଆସିଲା ନୂଆ ତଥ୍ୟ

 Breaking News

ମାନସ ସ୍ୱାଇଁ ହତ୍ୟା ମାମଲାରେ ଜେଲକୁ ଗଲେ ଶର୍ମିଷ୍ଠା ଓ ତାଙ୍କ ସହଯୋଗୀ ଝୁନା,ଚିପ୍ କୁ ନେଇ ଆସିଲା ନୂଆ ତଥ୍ୟ

ମାନସ ସ୍ୱାଇଁ ହତ୍ୟା ମାମଲାରେ ଜେଲକୁ ଗଲେ ଶର୍ମିଷ୍ଠା ଓ ତାଙ୍କ ସହଯୋଗୀ ଝୁନା,ଚିପ୍ କୁ ନେଇ ଆସିଲା ନୂଆ ତଥ୍ୟ
April 07
14:58 2022

କଟକ, ୭/୪: କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ମାମଲା । ଜେଲ ଗଲେ ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତ ଓ ଝୁନା ଭୋଇ ।
ଅଧିକ ରିମାଣ୍ଡ ନେବାକୁ ମନା କଲା କ୍ରାଇମବ୍ରାଞ୍ଚ । ଫଳରେ ଜେଲ୍ ଯାଇଛନ୍ତି ଏହି ଦୁଇ ଅଭିଯୁକ୍ତ । ଆସନ୍ତା ୧୧ ଉଭୟଙ୍କୁ କୋର୍ଟରେ ହାଜର କରାଯିବ ।
ସୂଚନା ଥାଉକି, ଆଜି କୋର୍ଟରେ ହାଜର ହୋଇଥିଲେ ଶର୍ମିଷ୍ଠା ରାଉତ ଓ ଝୁନା ଭୋଇ । କଡା ସୁରକ୍ଷା ମଧ୍ୟରେ ଉଭୟଙ୍କୁ ଚାନ୍ଦବାଲି କୋର୍ଟକୁ ନିଆଯାଇଥିଲା ।
୩ ଦିନିଆ ରିମାଣ୍ଡ ଅବଧି ସରିବା ପରେ ଉଭୟଙ୍କୁ କୋର୍ଟରେ ହାଜର କରାଯାଇଥିଲା । ଖବର ଅନୁଯାୟୀ, ଦୁଇ ଅଭିଯୁକ୍ତଙ୍କ ତିନି ଦିନିଆ ରିମାଣ୍ଡ ଅବଧି ବୁଧବାର ଶେଷ ହୋଇଛି ।
ତେବେ ଯେଉଁ ମେମୋରୀ ଚିପ୍ କୁ ନେଇ ହତ୍ୟାକାଣ୍ଡ ଘଟିଥିବା କୁହାଯାଉଛି । ତାହା ଏବେ କେଉଁଠି ତାର ଠୋସ୍ ପ୍ରମାଣ ଏଯାଏ ମିଳିନି ।
ଚିପ୍ ଖୋଜି ନିରାଶ ହୋଇଛି ତଦନ୍ତକାରୀ ସଂସ୍ଥା । କ୍ରାଇମବ୍ରାଞ୍ଚ ମାନସଙ୍କ ରଣପୁର ସ୍ଥିତ ଘର, ଭୁବନେଶ୍ବରରେ ମାନସ ରହୁଥିବା ସ୍ଥାନରେ ଚିପ୍ ଖୋଜାଖୋଜି କରିଥିଲେ ମଧ୍ୟ ଏହାକୁ ପାଇନି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031