Indus Valley Times

ମାର୍ଚ୍ଚ ୫ରେ କଲେଜ, ବିଶ୍ୱବିଦ୍ୟାଳୟ ଖୋଲା ରଖିବାକୁ ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶ

 Breaking News

ମାର୍ଚ୍ଚ ୫ରେ କଲେଜ, ବିଶ୍ୱବିଦ୍ୟାଳୟ ଖୋଲା ରଖିବାକୁ ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶ

ମାର୍ଚ୍ଚ ୫ରେ କଲେଜ, ବିଶ୍ୱବିଦ୍ୟାଳୟ ଖୋଲା ରଖିବାକୁ ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶ
March 04
23:05 2025

ଭୁବନେଶ୍ୱର,୪/୩: ଆସନ୍ତାକାଲି ଅର୍ଥାତ୍ ୫ ତାରିଖରେ ରାଜ୍ୟର ସବୁ ସ୍କୁଲ ଖୋଲା ରହିବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମଙ୍ଗଳବାର ନିର୍ଦ୍ଦେଶ ଜାରି ହୋଇଛି। ସମସ୍ତ ଜିଲା ଶିକ୍ଷାଧିକାରୀଙ୍କୁ ଏନେଇ ବିଭାଗ ପକ୍ଷରୁ ଚିଠି ଲେଖାଯାଇଛି।
ପଞ୍ଚାୟତିରାଜ ଦିବସ ପାଳନ ପାଇଁ ପୂର୍ବରୁ ମାର୍ଚ୍ଚ ୫ ଛୁଟି ରହୁଥିଲା। ତେବେ ଚଳିତବର୍ଷ ରାଜ୍ୟ ସରକାର ମାର୍ଚ୍ଚ ୫ ବଦଳରେ ଏପ୍ରିଲ ୨୪ ତାରିଖରେ ପଞ୍ଚାୟତିରାଜ ଦିବସ ପାଳନ କରିବାକୁ ନିଷ୍ପତ୍ତି ନେଇଛନ୍ତି । ମାର୍ଚ୍ଚ ୫ରେ କେବଳ ବିଜୁ ପଟ୍ଟନାୟକ ଜୟନ୍ତୀ ପାଳନ ହେବ । ହେଲେ ସରକାରୀ ଛୁଟିକୁ ବାତିଲ କରାଯାଇଛି ।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930