Indus Valley Times

ଯାଜପୁର ସିଟି ଆଣ୍ଡ ଜିଏସଟି ଏନ୍‌ଫୋର୍ସମେଣ୍ଟ ଆସିଷ୍ଟାଣ୍ଟ କମିଶନର ଗିରଫ

 Breaking News

ଯାଜପୁର ସିଟି ଆଣ୍ଡ ଜିଏସଟି ଏନ୍‌ଫୋର୍ସମେଣ୍ଟ ଆସିଷ୍ଟାଣ୍ଟ କମିଶନର ଗିରଫ

ଯାଜପୁର ସିଟି ଆଣ୍ଡ ଜିଏସଟି ଏନ୍‌ଫୋର୍ସମେଣ୍ଟ ଆସିଷ୍ଟାଣ୍ଟ କମିଶନର ଗିରଫ
August 18
14:10 2024

ଭୁବନେଶ୍ବର, ୧୮/୮: ଯାଜପୁର ସିଟି ଆଣ୍ଡ ଜିଏସଟି ଏନଫୋର୍ସମେଣ୍ଟ ସହକାରୀ କମିସନର ବିନୟ ଭୂଷଣ ତ୍ରିପାଠୀଙ୍କୁ ଗିରଫ କରିଛି ଭିଜିଲାନ୍ସ।
ସରକାରୀ ଟିକସ ହେରଫେର ଅଭିଯୋଗରେ ତାଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା। ପ୍ରାୟ ୫ ଲକ୍ଷ ୮୫ ହଜାର ଟଙ୍କାର ରାଜସ୍ବ ହେରଫେର କରିଥିବା ଜଣାପଡ଼ିବା ପରେ ଛାନଭିନ କରିଥିଲା ଭିଜିଲାନ୍ସ ଟିମ୍। ଭୁବନେଶ୍ୱର ଓ ଖୋର୍ଦ୍ଧା ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ ଚଢ଼ାଉ ହୋଇଥିଲା।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930