Indus Valley Times

ରଥାରୂଢ଼ ଶ୍ରୀବିଗ୍ରହଙ୍କ ସମ୍ମୁଖରେ ରଥ ଉପରେ ଅଧରପଣା ପୂଜା ନୀତି ସଂପନ୍ନ

 Breaking News

ରଥାରୂଢ଼ ଶ୍ରୀବିଗ୍ରହଙ୍କ ସମ୍ମୁଖରେ ରଥ ଉପରେ ଅଧରପଣା ପୂଜା ନୀତି ସଂପନ୍ନ

July 18
22:30 2024

ପୁରୀ,୧୮/୭: ଗୁରୁବାର ଶ୍ରୀଜିଉଙ୍କ ଅଧରପଣା ନୀତି ସମ୍ପାଦିତ ହୋଇଛି। ପାଣିଆ ଆପଟ ସେବକମାନେ ଅଧର ହାଣ୍ଡିରେ ପାଣି ଭର୍ତ୍ତି କରିଥିଲେ। ପରେ ସାଚି, ଛେନା, ସର, ନବାତ, କ୍ଷୀର, କଦଳୀ, ଲବଙ୍ଗ, ଗୁଜୁରାତି ଆଦି ଦ୍ରବ୍ୟରେ ପଣା ପ୍ରସ୍ତୁତ ହୋଇଥିଲା।
ମହାସୁଆର ପଞ୍ଚଉପଚାରରେ ପଣା ପୂଜା କରିଥିଲେ। ଭୋଗ ପରେ ପାର୍ଶ୍ୱ ଦେବଦେବୀ ଓ ଚଣ୍ଡୀଚାମୁଣ୍ଡାଙ୍କୁ ସନ୍ତୁଷ୍ଟି କରିବା ଉଦ୍ଦେଶ୍ୟରେ ରଥ ଉପରେ ଅଧରହାଣ୍ଡି ଭଙ୍ଗାଯାଇଥିଲା। ଏହି ନୀତି ଦେଖିବା ପାଇଁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥିଲା।

About Author

indadmin

indadmin

Related Articles

Archives

Calendar

September 2026
M T W T F S S
 123456
78910111213
14151617181920
21222324252627
282930