Legatus

ରାଜଧାନୀରେ ହଷ୍ଟେଲ ରୁମ୍‌ରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ; ଆତ୍ମହତ୍ୟା ସନ୍ଦେହ,ପୋଲିସର ଛାନ୍‌ଭିନ୍‌

 Breaking News

ରାଜଧାନୀରେ ହଷ୍ଟେଲ ରୁମ୍‌ରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ; ଆତ୍ମହତ୍ୟା ସନ୍ଦେହ,ପୋଲିସର ଛାନ୍‌ଭିନ୍‌

ରାଜଧାନୀରେ ହଷ୍ଟେଲ ରୁମ୍‌ରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ; ଆତ୍ମହତ୍ୟା ସନ୍ଦେହ,ପୋଲିସର ଛାନ୍‌ଭିନ୍‌
January 13
12:01 2025

ଭୁବନେଶ୍ୱର,୧୩/୧: ରାଜଧାନୀରେ ପୁଣି ଜଣେ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ହଷ୍ଟେଲରୁ ଝୁଲନ୍ତା ଅବସ୍ଥାରେ ଛାତ୍ରୀଙ୍କ ମୃତଦେହ ଜବତ ହୋଇଛି। ଛାତ୍ରୀ ଜଣଙ୍କ କେନ୍ଦ୍ରାପଡ଼ାର ହୋଇଥିବାବେଳେ +୨ ଦ୍ବିତୀୟ ବର୍ଷରେ ପଢ଼ୁଥିଲେ। ତେବେ ବର୍ତ୍ତମାନ ସୁଦ୍ଧା ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବାବେଳେ କ୍ୟାପିଟାଲ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍ ଚଳାଇଛି।

About Author

indadmin

indadmin

Related Articles

Archives

Calendar

March 2025
M T W T F S S
 12
3456789
10111213141516
17181920212223
24252627282930
31