Indus Valley Times

ରାଜା ଚକ୍ରଙ୍କୁ ଝଟ୍‌କା: ଜାମିନ ଆବେଦନ ଖାରଜ କଲେ ଓଡ଼ିଶା ହାଇକୋର୍ଟ

 Breaking News

ରାଜା ଚକ୍ରଙ୍କୁ ଝଟ୍‌କା: ଜାମିନ ଆବେଦନ ଖାରଜ କଲେ ଓଡ଼ିଶା ହାଇକୋର୍ଟ

ରାଜା ଚକ୍ରଙ୍କୁ ଝଟ୍‌କା: ଜାମିନ ଆବେଦନ ଖାରଜ କଲେ ଓଡ଼ିଶା ହାଇକୋର୍ଟ
May 16
16:35 2025

କଟକ,୧୬/୫: ରାଜା ଚକ୍ରଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି ହାଇକୋର୍ଟ। ଏଥିସହିତ ରାଜାଙ୍କ ୩ ସହଯୋଗୀଙ୍କ ଜାମିନ ଆବେଦନ ବି ଖାରଜ ହୋଇଛି। ମାନସ ବାରିକ, ଉତ୍କଳ ଦାସ, ସୁଶାନ୍ତ ସାମଲଙ୍କ ଜାମିନ ଆବେଦନ ଖାରଜ ହୋଇଥିବା ଜଣପାଡ଼ିଛି।
ସୂଚନାଯୋଗ୍ୟ, କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସିରେ ବ୍ୟାପକ ଆର୍ଥିକ ଅନିୟମତତା ହୋଇଥିବା ନେଇ ସଂସ୍ଥାର ତତ୍କାଳୀନ ସଭାପତି ଓ ସମ୍ପାଦକଙ୍କୁ ଗିରଫ କରିଥିଲେ। ପରେ ତଦନ୍ତ ବେଳେ ଏହି ସଂସ୍ଥାରୁ ବହୁ ଅର୍ଥ ଦେଣ ନେଣ କରିଥିବା ଅଭିଯୋଗରେ ବିଜେଡି ନେତା ରାଜା ଚକ୍ରଙ୍କୁ ଗିରଫ କରାଯାଇଥିଲା।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031