Indus Valley Times

ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ କରୋନା ସଂକ୍ରମିତ ଚିହ୍ନଟ

 Breaking News

ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ କରୋନା ସଂକ୍ରମିତ ଚିହ୍ନଟ

ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ କରୋନା ସଂକ୍ରମିତ ଚିହ୍ନଟ
November 02
13:15 2020

ଭୁବନେଶ୍ବର,୨/୧୧: ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ କରୋନା ସଂକ୍ରମିତ ଚିହ୍ନଟ ହୋଇଛି । ରାଜ୍ୟପାଳ ଗଣେଶୀ ଲାଲ୍ ଓ ରାଜ୍ୟର ପ୍ରଥମ ମହିଳା କରୋନା ଆକ୍ରାନ୍ତ ହୋଇଥିବା ନେଇ ରାଜ୍ୟପାଳଙ୍କ କାର‌୍ୟ୍ୟାଳୟ ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି । ଏଥିସହ ତାଙ୍କ ପରିବାରର ୪ ସଦସ୍ୟ ମଧ୍ୟ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।
ରାଜ୍ୟପାଳଙ୍କର ସ୍ବାବ ନମୁନା ରିପୋର୍ଟ ପଜିଟିଭ ଆସିବା ପରେ ଏବେ ତାଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ତାଙ୍କ ପରିବାରର ସମସ୍ତ ସଦସ୍ୟଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି ବୋଲି ରାଜଭବନ ସୂତ୍ରରୁ ପ୍ରକାଶ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031