Indus Valley Times

ରାଜ୍ୟରେ ଆଉ ଜଣେ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ,୯ରେ ପହଞ୍ଚିଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

 Breaking News

ରାଜ୍ୟରେ ଆଉ ଜଣେ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ,୯ରେ ପହଞ୍ଚିଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

ରାଜ୍ୟରେ ଆଉ ଜଣେ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ,୯ରେ ପହଞ୍ଚିଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା
December 29
10:09 2021

ଭୁବନେଶ୍ୱର, ୨୯/୧୨: ବୁଧବାର ରାଜ୍ୟରେ ଆଉ ଜଣେ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ସଂଖ୍ୟାକୁ ମିଶାଇ ରାଜ୍ୟରେ ସମୁଦାୟ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୯ ରେ ପହଞ୍ଚିଛି ।ନୂଆ ଚିହ୍ନଟ ଓମିକ୍ରନ ଆକ୍ରାନ୍ତ ଜଣକ ୟୁଏଇରୁ ଫେରିଥିଲେ ।
ତାଙ୍କର ବୟସ ୩୧ ବର୍ଷ ହୋଇଥିବାବେଳେ ଘର କେନ୍ଦୁଝର ବୋଲି ଜଣାପଡିଛି । ଓମିକ୍ରନ ଚିହ୍ନଟ ନେଇ ଆଇଏଲଏସ ପକ୍ଷରୁ ସୂଚନା ଦିଆଯାଇଛି । ଗତ ୨୧ ତାରିଖରେ ରାଜ୍ୟରେ ପ୍ରଥମ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031