Indus Valley Times

ରାଜ୍ୟରେ ଆଉ ୧୦ କରୋନା ସଂକ୍ରମିତଙ୍କ ମୃତ୍ୟୁ

 Breaking News

ରାଜ୍ୟରେ ଆଉ ୧୦ କରୋନା ସଂକ୍ରମିତଙ୍କ ମୃତ୍ୟୁ

August 06
11:34 2020

ଭୁବନେଶ୍ୱର ୬।୮: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଆଉ ୧୦ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୩୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
ମୃତ ୧୦ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୩ ଜଣ, ସୁନ୍ଦରଗଡ ଜିଲ୍ଲାରୁ ଦୁଇ ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ଜଣେ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ ଜିଲ୍ଲାରୁ ଜଣେ ରହିଛନ୍ତି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031