Indus Valley Times

ରାଜ୍ୟରେ ଆଉ ୧୬୯୯ କରୋନା ପଜିଟିଭ୍ ଚିହ୍ନଟ

 Breaking News

ରାଜ୍ୟରେ ଆଉ ୧୬୯୯ କରୋନା ପଜିଟିଭ୍ ଚିହ୍ନଟ

ରାଜ୍ୟରେ ଆଉ ୧୬୯୯ କରୋନା ପଜିଟିଭ୍ ଚିହ୍ନଟ
August 06
11:24 2020

ଭୁବନେଶ୍ୱର ୬।୮: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୬୯୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୦୭୧୭ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୭୩ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୬୨୬ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।


ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୦୭୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୪୭୦୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୫୭୩୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୦୦୫୯୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031