Indus Valley Times

ରାଜ୍ୟରେ ଆଉ ୧୮ଜଣଙ୍କ ଜୀବନ ନେଲା କରୋନା

 Breaking News

ରାଜ୍ୟରେ ଆଉ ୧୮ଜଣଙ୍କ ଜୀବନ ନେଲା କରୋନା

October 12
12:39 2020

ଭୁବନେଶ୍ବର ୧୨।୧୦: ରାଜ୍ୟରେ ସୋମବାର ଦିନ ଆଉ ୧୮ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୪୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୮ ମୃତକଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ୪ ଜଣ, ବାଲେଶ୍ୱର, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଲେଖାଏଁ, ଯାଜପୁର, ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ଜଗତସିଂହପୁର, ମୟୁରଭଞ୍ଜ, ନବରଙ୍ଗପୁର ଏବଂ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031