Indus Valley Times

ରାଜ୍ୟରେ ଆଉ ୨୧୩୮ଜଣ କରୋନା ସଂକ୍ରମିତ ଚିହ୍ନଟ

 Breaking News

ରାଜ୍ୟରେ ଆଉ ୨୧୩୮ଜଣ କରୋନା ସଂକ୍ରମିତ ଚିହ୍ନଟ

ରାଜ୍ୟରେ ଆଉ ୨୧୩୮ଜଣ କରୋନା ସଂକ୍ରମିତ ଚିହ୍ନଟ
October 16
15:06 2020

ଭୁବନେଶ୍ବର ୧୬।୧୦: ରାଜ୍ୟରେ ଆଉ ୨୧୩୮ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଫଳରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୬୪୧୪୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୫୧ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୮୮୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୫୧ଜଣ, ବାଲେଶ୍ୱର ଜିଲ୍ଲାରୁ ୫୭ଜଣ, ବରଗଡ଼ ଜିଲ୍ଲାରୁ ୭୩ଜଣ, ଭଦ୍ରକ ଜିଲ୍ଲାରୁ ୪୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୭୯ଜଣ, ବୌଦ୍ଧ ଜିଲ୍ଲାରୁ ୨୧ଜଣ, କଟକ ଜିଲ୍ଲାରୁ ୧୫୬ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୮ଜଣ, ଗଜପତି ଜିଲ୍ଲାରୁ ୮ଜଣ, ଗଞ୍ଜାମ ଜିଲ୍ଲାରୁ ୧୮ଜଣ, ଜଗତସିଂହପୁର ଜିଲ୍ଲାରୁ ୬୬ଜଣ, ଯାଜପୁର ଜିଲ୍ଲାରୁ ୭୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫୫ଜଣ, କଳାହାଣ୍ଡି ଜିଲ୍ଲାରୁ ୫୧ଜଣ, କନ୍ଧମାଳ ଜିଲ୍ଲାରୁ ୨୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭୨ଜଣ, କେନ୍ଦୁଝର ଜିଲ୍ଲାରୁ ୪୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୬୧ଜଣ, କୋରାପୁଟ ଜିଲ୍ଲାରୁ ୩୮ଜଣ, ମାଲକାନଗିରି ଜିଲ୍ଲାରୁ ୫୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୧୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୧ଜଣ, ନୟାଗଡ଼ ଜିଲ୍ଲାରୁ ୩୧ଜଣ, ନୂଆପଡ଼ା ଜିଲ୍ଲାରୁ ୪୧ଜଣ, ପୁରୀ ଜିଲ୍ଲାରୁ ୭୩ଜଣ, ରାୟଗଡ଼ା ଜିଲ୍ଲାରୁ ୨୫ଜଣ, ସମ୍ବଲପୁର ଜିଲ୍ଲାରୁ ୫୩ଜଣ, ସୋନପୁର ଜିଲ୍ଲାରୁ ୮୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୩୭ଜଣ, ଷ୍ଟେଟପୁଲରୁ ୬୨ଜଣ ରହିଛନ୍ତି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031