Indus Valley Times

ରାଜ୍ୟରେ ଆଉ ୨ ମୁଣ୍ଡ ନେଲା କରୋନା

 Breaking News

ରାଜ୍ୟରେ ଆଉ ୨ ମୁଣ୍ଡ ନେଲା କରୋନା

ରାଜ୍ୟରେ ଆଉ ୨ ମୁଣ୍ଡ ନେଲା କରୋନା
July 16
13:24 2020

ଭୁବନେଶ୍ବର,୧୬/୭: ରାଜ୍ୟରେ ଆଉ ୨ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାରେ ମୃତକଙ୍କ ସଂଖ୍ୟା ୭୯ରେ ପହଁଚିଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଜରିଆରେ ସୂଚନା ଦିଆଯାଇଛି।
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ପ୍ରଦତ୍ତ ସୂଚନା ଅନୁଯାୟୀ, ଉଭୟ ମୃତକ ଗଞ୍ଜାମ ଜିଲ୍ଲାର ବାସିନ୍ଦା। ଉଭୟଙ୍କ ବୟସ ଯଥାକ୍ରମେ ୫୧ ଓ ୩୪। ୩୪ ବର୍ଷିୟ ଯୁବକଜଣକ ଉଚ୍ଚ ରକ୍ତଚାପରେ ପୀଡ଼ିତ ଥିବା ବେଳେ ୫୧ ବର୍ଷିୟ ବ୍ୟକ୍ତିଜଣକ ମେଦବହୁଳତା ରୋଗରେ ପୀଡ଼ିତ ଥିଲେ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031