Indus Valley Times

ରାଜ୍ୟରେ ଆଉ ୫୭୦ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୫୨୬କୁ ବୃଦ୍ଧି

 Breaking News

ରାଜ୍ୟରେ ଆଉ ୫୭୦ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୫୨୬କୁ ବୃଦ୍ଧି

ରାଜ୍ୟରେ ଆଉ ୫୭୦ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୫୨୬କୁ ବୃଦ୍ଧି
July 11
13:00 2020

ଭୁବନେଶ୍ବର,୧୧/୭: ରାଜ୍ୟରେ ଆଉ ୫୭୦ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୫୨୬କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଏମାନଙ୍କ ଭିତରୁ ୩୮୪ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୮୬ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି।

ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୧୮ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ କଟକରୁ ୪୬, ଯାଜପୁରରୁ ୪୦, ଖୋର୍ଦ୍ଧା ଓ ନୟାଗଡ଼ରୁ ୩୭ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ, ଝାରସୁଗୁଡ଼ାରୁ ୩୧, ଗଜପତିରୁ ୨୫, ଜଗତସିଂହପୁରରୁ ୧୬, ପୁରୀରୁ ୧୫, କେନ୍ଦୁଝରରୁ ୧୪, ଅନୁଗୁଳ ଓ କୋରାପୁଟରୁ ୧୧ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ, ମୟୂରଭଞ୍ଜରୁ ୧୦, କେନ୍ଦ୍ରାପଡ଼ାରୁ ୬ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031