Indus Valley Times

ରାଜ୍ୟରେ ଆଜି ୬୦୭୩ଜଣ କରୋନା ସଂକ୍ରମିତ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୧୦୯୨ଜଣ

 Breaking News

ରାଜ୍ୟରେ ଆଜି ୬୦୭୩ଜଣ କରୋନା ସଂକ୍ରମିତ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୧୦୯୨ଜଣ

April 27
10:07 2021

ଭୁବନେଶ୍ବର,୨୭/୪: ରାଜ୍ୟରେ ମଙ୍ଗଳବାର ଦିନ ପୁଣି ୬୦୭୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ସଙ୍ଗରୋଧରୁ ୨୫୫୧ ଓ ୩୫୨୨ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୧୦୯୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାଛଡ଼ା ଅନୁଗୁଳ ଜିଲ୍ଲାରୁ ୨୩୯,ବରଗଡ଼ରୁ ୨୮୬, ବଲାଙ୍ଗୀର ଜିଲ୍ଲାରୁ ୪୫୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ା ଜିଲ୍ଲାରୁ ୪୦୦, ସୁନ୍ଦରଗଡ଼ରୁ ୩୭୧, ଝାରସୁଗୁଡ଼ାରୁ ୩୫୯, କଳାହାଣ୍ଡି ଜିଲ୍ଲାରୁ ୨୭୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସେହିପରି କେନ୍ଦୁଝର ଜିଲ୍ଲାରୁ ୨୬୬, ପୁରୀରୁ ୨୬୬, ଗଞ୍ଜାମରୁ ୨୦୯, ନବରଙ୍ଗପୁରରୁ ୨୦୬, କଟକରୁ ୧୯୮,ସମ୍ବଲପୁରରୁ୧୫୮, ମୟୂରଭଞ୍ଜରୁ ୧୪୯, ନୟାଗଡ଼ରୁ ୧୧୦, ଯାଜପୁରରୁ ୧୦୭, ରାୟଗଡ଼ାରୁ ୭୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031