Indus Valley Times

ରାଜ୍ୟରେ କରୋନା ନେଲା ଆଉ ୩ ଜଣଙ୍କ ଜୀବନ

 Breaking News

ରାଜ୍ୟରେ କରୋନା ନେଲା ଆଉ ୩ ଜଣଙ୍କ ଜୀବନ

ରାଜ୍ୟରେ କରୋନା ନେଲା ଆଉ ୩ ଜଣଙ୍କ ଜୀବନ
July 18
13:57 2020

ଭୁବନେଶ୍ବର,୧୮/୭: ରାଜ୍ୟରେ କରୋନା ନେଲା ଆଉ ୩ ଜଣଙ୍କ ଜୀବନ। ଏହି ୩ ଜଣଙ୍କୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮୬ କୁ ବୃଦ୍ଧି ପାଇଛି।
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ଏହା ଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୬ରେ ପହଞ୍ଚିଛି।
୩ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାର ୨ ଜଣ ରହିଛନ୍ତି ।ଉଭୟଙ୍କ ବୟସ ଯଥାକ୍ରମେ ୬୩ ଓ ୬୦ ବର୍ଷ। ଅନ୍ୟ ମୃତକଜଣକ ଗଜପତି ଜିଲ୍ଲାର ଜଣେ ୪୮ ବର୍ଷ ବୟସ୍କା ମହିଳା, ଯିଏକି ମେଦବହୁଳତା ଏବଂ ନିଦ୍ରା ଆପ୍ନିଆରେ ପୀଡ଼ିତ ଥିଲେ ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031