Indus Valley Times

ରାଜ୍ୟରେ କରୋନାରେ ୫ଜଣଙ୍କ ମୃତ୍ୟୁ

 Breaking News

ରାଜ୍ୟରେ କରୋନାରେ ୫ଜଣଙ୍କ ମୃତ୍ୟୁ

December 03
15:28 2020

ଭୁବନେଶ୍ବର ୩।୧୨: ଗୁୁରୁବାର ଦିନ ରାଜ୍ୟରେ ଆଉ ୫ଜଣ କରୋନାରେ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୫୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୫ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଏବଂ ନୟାଗଡ ଜିଲ୍ଲାରୁ ଜଣେ ରହିଛନ୍ତି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031