Indus Valley Times

ରାଜ୍ୟରେ କରୋନା ନେଲା ଆଉ ୧୬ ଜୀବନ

 Breaking News

ରାଜ୍ୟରେ କରୋନା ନେଲା ଆଉ ୧୬ ଜୀବନ

ରାଜ୍ୟରେ କରୋନା ନେଲା ଆଉ ୧୬ ଜୀବନ
October 20
12:06 2020

ଭୁବନେଶ୍ବର ୨୦।୧୦: ରାଜ୍ୟରେ ମଙ୍ଗଳବାର ଦିନ ୧୬ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୬୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୬ ମୃତକଙ୍କ ମଧ୍ୟରୁ ମୟୁରଭଞ୍ଜ ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା, କଳାହାଣ୍ଡି ଜିଲ୍ଲାରୁ ୩ ଜଣ ଲେଖାଏଁ, ନୂଆପଡା ଜିଲ୍ଲାରୁ ୨ ଜଣ, ଭଦ୍ରକ, କଟକ, ଝାରସୁଗୁଡା ଏବଂ କେନ୍ଦ୍ରାପଡା ଜିଲ୍ଲାରୁ ଜଣେ ଲେଖାଏଁ ରହିଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031