Indus Valley Times

ରାଜ୍ୟରେ କରୋନା ନେଲା ଆଉ ୪ ଜୀବନ

 Breaking News

ରାଜ୍ୟରେ କରୋନା ନେଲା ଆଉ ୪ ଜୀବନ

ରାଜ୍ୟରେ କରୋନା ନେଲା ଆଉ ୪ ଜୀବନ
July 10
12:10 2020

ଭୁବନେଶ୍ବର୧୦/୭: ରାଜ୍ୟରେ କରୋନା ନେଲା ଆଉ ୪ ଜୀବନ। ଆଜି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩୨୦ ସଂକ୍ରମିତ ଚିହ୍ନଟ ହେଇଥିବା ବେଳେ ୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଗଞ୍ଜାମରେ ମୃତ୍ୟୁ ସଂଖ୍ୟା ୩୪କୁ ବୃଦ୍ଧି ପାଇଥିବା ବେଳେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୫୬କୁ ବୃଦ୍ଧି ପାଇଛି ।
ସୂଚନା ମୁତାବକ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୧,୯୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୪୪୭୬ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୭୪୦୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।୫୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୭ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031