Indus Valley Times

ରାଜ୍ୟରେ କରୋନା ନେଲା ଆଉ ୬ ଜୀବନ

 Breaking News

ରାଜ୍ୟରେ କରୋନା ନେଲା ଆଉ ୬ ଜୀବନ

December 06
13:33 2020

ଭୁବନେଶ୍ବର,୬।୧୨: ରାଜ୍ୟରେ ରବିବାର ଦିନ କରୋନାରେ ୬ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୭୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ମୃତକଙ୍କ ମଧ୍ୟରୁ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୨ ଜଣ, ବାଲେଶ୍ବର, ବଲାଙ୍ଗୀର, କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031