Indus Valley Times

ରାଜ୍ୟରେ କୋଭିଡ ସ୍ଥିତି ସୁଧୁରୁଥିଲେ ବି ବିପଦ ଟଳିନାହିଁ: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

 Breaking News

ରାଜ୍ୟରେ କୋଭିଡ ସ୍ଥିତି ସୁଧୁରୁଥିଲେ ବି ବିପଦ ଟଳିନାହିଁ: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ରାଜ୍ୟରେ କୋଭିଡ ସ୍ଥିତି ସୁଧୁରୁଥିଲେ ବି ବିପଦ ଟଳିନାହିଁ: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ
January 29
12:04 2022

ଭୁବନେଶ୍ୱର ୨୯/୧ : ଆମ ରାଜ୍ୟରେ ଓମିକ୍ରନ ସହ ଡେଲ୍ଟା ଭରିଆଣ୍ଟ ରହିଛି । କିଛିଦିନ ତଳେ ହୋଇଥିବା ସାମ୍ପଲ ସର୍ଭେରୁ ଜଣାପଡିଛି ରାଜ୍ୟରେ ଏବେ ବି ୨୫ରୁ ୩୦ ପ୍ରତିଶତ ଡେଲ୍ଟା ରହିଛି ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ।
ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ଯେହେତୁ ଡେଲ୍ଟା ଭରିଆଣ୍ଟ ଅଧିକ ଗୁରୁତର କରିଥାଏ, ଆମେ ନିଶ୍ଚିତ ଭାବେ କହିପାରିବା ସ୍ଥିତି ସୁଧୁରୁଥିଲେ ବି ବିପଦ ଟଳିନାହିଁ । ନିଜକୁ ବିପଦମୁକ୍ତ କରି ରଖନ୍ତୁ ।
ଏହାର ଉପାୟ ହେଉଛି, ଯେଉଁମାନେ ଟୀକା ନେଇନାହାନ୍ତି, ଟୀକା ନିଅନ୍ତୁ । ମାସ୍କ ପିନ୍ଧନ୍ତୁ, ସାମାଜିକ ଦୂରତା ରଖନ୍ତୁ । ଆମେ ଯେଉଁଭଳି ଭାବରେ କାର୍ଯ୍ୟକଳାପ ଜାରି ରଖିଥିଲେ, ସେହିଭଳି ଜାରି ରଖିବା ବୋଲି କହିଛନ୍ତି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031