Indus Valley Times

ରାଜ୍ୟରେ ଖୋଲିବ ଆଉ ୯ ନୂଆ ମେଡିକାଲ କଲେଜ

 Breaking News

ରାଜ୍ୟରେ ଖୋଲିବ ଆଉ ୯ ନୂଆ ମେଡିକାଲ କଲେଜ

ରାଜ୍ୟରେ ଖୋଲିବ ଆଉ ୯ ନୂଆ ମେଡିକାଲ କଲେଜ
June 24
18:51 2025

ଭୁବନେଶ୍ୱର,୨୪/୬: ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ମଙ୍ଗଳବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ଆଉ ୯ଟି ନୂଆ ମେଡିକାଲ କଲେଜ ପ୍ରତିଷ୍ଠା ହେବ ବୋଲି ମନ୍ତ୍ରୀ ପ୍ରକାଶ କରିଛନ୍ତି।
ଜଗତସିଂହପୁର, ଭଦ୍ରକ, ଢେଙ୍କାନାଳ, ନବରଙ୍ଗପୁରରେ ଏମବିବିଏସ (ଗଈଈଝ) କଲେଜ ପ୍ରତିଷ୍ଠା ହେବ। ସେହିପରି ବୁର୍ଲା, ବ୍ରହ୍ମପୁର, କେନ୍ଦୁଝର ଏବଂ ବଲାଙ୍ଗୀରରେ ୪ଟି ଡେଣ୍ଟାଲ କଲେଜ ହେବା ସହ ମୟୂରଭଞ୍ଜରେ ଗୋଟିଏ ଆୟୁର୍ବେଦ କଲେଜ ନିର୍ମାଣ କରାଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ରାଜ୍ୟରେ ନୂଆ ମେଡିକାଲ କଲେଜ ଖୋଲିବା ନେଇ ବଜେଟ ଅନୁମୋଦନ ହୋଇଛି।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930