Indus Valley Times

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୧୫୪ ଜଣ କରୋନା କରୋନା ସଂକ୍ରମଣ ଚିହ୍ନଟ , ୬୩ ଜଣଙ୍କ ମୃତ୍ୟୁ

 Breaking News

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୧୫୪ ଜଣ କରୋନା କରୋନା ସଂକ୍ରମଣ ଚିହ୍ନଟ , ୬୩ ଜଣଙ୍କ ମୃତ୍ୟୁ

July 12
10:19 2021

ଭୁବନେଶ୍ୱର,୧୨/ ୭ : ରାଜ୍ୟରେ ତଳମୁହାଁ ସଂକ୍ରମଣ ସୋମବାର ୨ ହଜାର ତଳକୁ ଖସିଛି । ଗତ ୨୪ ଘଣ୍ଟା ମଧ୍ୟରେ, ରାଜ୍ୟରେ ୧୯୯୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍ରୁ ୧୧୫୪ ଜଣ ଚିହ୍ନଟ ହୋଇଥିବା ବେଳେ ୮୩୯ ଲୋକାଲ କେସ୍ ବୋଲି ଜଣାଯାଇଛି। କରୋନାରେ ପ୍ରାଣ ହରାଇଥଇବା ୬୩ ଜଣଙ୍କ ସମ୍ପର୍କରେ ରାଜ୍ୟ ସରକାର ସୂଚନା ଦେଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୪,୬୬୨କୁ ବୃଦ୍ଧି ପାଇଛି।
ଖୋର୍ଦ୍ଧାରୁ ସର୍ବାଧିକ ୩୨୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୨୯୭, ବାଲେଶ୍ୱରରୁ ୧୮୧, ପୁରୀରୁ ୧୪୪, ଜଗତସିଂହପୁରରୁ ୮୯, ଭଦ୍ରକରୁ ୮୬, ଢେଙ୍କାନାଳରୁ ୪୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଏହାବାଦ ଅନୁଗୁଳରୁ ୫୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ, ବରଗଡ଼ରୁ ୧୯, ବଲାଙ୍ଗୀରରୁ ୧୩, ବୌଦ୍ଧରୁ ୧୦, , ଦେବଗଡ଼ରୁ ୫, , ଗଜପତିରୁ ୫, ଗଞ୍ଜାମରୁ ୧୩, , ଯାଜପୁରରୁ ୧୪୧, ଝାରସୁଗୁଡ଼ାରୁ ୧୦, କଳାହାଣ୍ଡିରୁ ୮, କନ୍ଧମାଳରୁ ୧୩, କେନ୍ଦ୍ରାପଡ଼ାରୁ ୨୯, କେନ୍ଦୁଝରରୁ ୩୫ ପଜିଟିଭ ଚିହ୍ନଟ ହୋଇଛନ୍ତି
କୋରାପୁଟରୁ ୩୧, ମାଲକାନଗିରିରୁ ୪୨, ମୟୂରଭଞ୍ଜରୁ ୧୧୦, ନବରଙ୍ଗପୁରରୁ ୧୫, ନୟାଗଡ଼ରୁ ୭୮, ରାୟଗଡ଼ାରୁ ୨୪, ସମ୍ବଲପୁରରୁ ୧୪, ସୋନପୁରରୁ ୧୭, ସୁନ୍ଦରଗଡ଼ରୁ ୭୫ ଜଣ ସଂକ୍ରମିତ ଚିହ୍ନଟ ହେବା ସହ ଷ୍ଟେଟ୍ପୁଲର ସଂଖ୍ୟା ୫୯ ରହିଛି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031