Indus Valley Times

ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୩୭୧ ଜଣ ଦୈନିକ କରୋନା ସଂକ୍ରମଣ ଚିହ୍ନଟ, ଖୋର୍ଦ୍ଧାଜିଲ୍ଲାରୁ ସର୍ବାଧିକ ୫୩୦ ଜଣ

 Breaking News

ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୩୭୧ ଜଣ ଦୈନିକ କରୋନା ସଂକ୍ରମଣ ଚିହ୍ନଟ, ଖୋର୍ଦ୍ଧାଜିଲ୍ଲାରୁ ସର୍ବାଧିକ ୫୩୦ ଜଣ

ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୩୭୧ ଜଣ ଦୈନିକ କରୋନା ସଂକ୍ରମଣ ଚିହ୍ନଟ, ଖୋର୍ଦ୍ଧାଜିଲ୍ଲାରୁ ସର୍ବାଧିକ ୫୩୦ ଜଣ
June 30
09:03 2021

ଭୁବନେଶ୍ୱର ୩୦/୬ : ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୩୭୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୦୯୮୦୦ ରେ ପହଞ୍ଚିଛି । ତେବେ ବୁଧବାର ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୨୨ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୧୪୪୯ ଜଣ ଲୋକାଲ୍ କେସ୍ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୯୩ଜଣ, ବାଲେଶ୍ୱର ଜିଲ୍ଲାରୁ ୨୫୮ଜଣ, ବରଗଡ଼ ଜିଲ୍ଲାରୁ ୩୫ଜଣ, ଭଦ୍ରକ ଜିଲ୍ଲାରୁ ୧୭୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୨ଜଣ, ବୌଦ୍ଧ ଜିଲ୍ଲାରୁ ୧୯ଜଣ, କଟକ ଜିଲ୍ଲାରୁ ୪୬୮ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୫୮ଜଣ, ଗଜପତି ଜିଲ୍ଲାରୁ ୧୨ଜଣ, ଗଞ୍ଜାମ ଜିଲ୍ଲାରୁ ୨୧ଜଣ, ଜଗତସିଂହପୁର ଜିଲ୍ଲାରୁ ୧୩୫ଜଣ, ଯାଜପୁର ଜିଲ୍ଲାରୁ ୨୧୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୫ଜଣ, କଳାହାଣ୍ଡି ଜିଲ୍ଲାରୁ ୧୧ଜଣ, କନ୍ଧମାଳ ଜିଲ୍ଲାରୁ ୨୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୧୯ଜଣ, କେନ୍ଦୁଝର ଜିଲ୍ଲାରୁ ୭୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୩୦ଜଣ, କୋରାପୁଟ ଜିଲ୍ଲାରୁ ୫୨ଜଣ, ମାଲକାନାଗିରି ଜିଲ୍ଲାରୁ ୮୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୨୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୪ଜଣ, ନୟାଗଡ଼ ଜିଲ୍ଲାରୁ ୧୩୫ଜଣ,
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୦୯୮୦୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୧୪୨୨ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୮୭୪୩୦୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୩୭୫୯୮୭୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031