Indus Valley Times

ରାଜ୍ୟରେ ଛାତ୍ରୀଙ୍କୁ ସୁରକ୍ଷା ଯୋଗାଇବ ‘ଶକ୍ତିଶ୍ରୀ’, ଶୁଭାରମ୍ଭ ହେବ ମୋବାଇଲ୍ ଆପ୍‌

 Breaking News

ରାଜ୍ୟରେ ଛାତ୍ରୀଙ୍କୁ ସୁରକ୍ଷା ଯୋଗାଇବ ‘ଶକ୍ତିଶ୍ରୀ’, ଶୁଭାରମ୍ଭ ହେବ ମୋବାଇଲ୍ ଆପ୍‌

ରାଜ୍ୟରେ ଛାତ୍ରୀଙ୍କୁ ସୁରକ୍ଷା ଯୋଗାଇବ ‘ଶକ୍ତିଶ୍ରୀ’, ଶୁଭାରମ୍ଭ ହେବ ମୋବାଇଲ୍ ଆପ୍‌
July 19
21:25 2025

ଭୁବନେଶ୍ୱର,୧୯/୭: ଏଣିକି ଶିକ୍ଷାନୁଷ୍ଠାନରେ ଛାତ୍ରୀଙ୍କୁ ମିଳିବ ସୁରକ୍ଷା। ଏନେଇ ବଡ଼ ଘୋଷଣା କରିଛନ୍ତି ସରକାର। ଉଚ୍ଚ ଶିକ୍ଷାନୁଷ୍ଠାନ ପାଇଁ କାର୍ଯ୍ୟକାରୀ ହେବ ‘ଶକ୍ତିଶ୍ରୀ’ କାର୍ଯ୍ୟକ୍ରମ।
ଶନିବାର ଏହି ଘୋଷଣା କରିଛନ୍ତି
ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସ୍ବତନ୍ତ୍ର କାର୍ଯ୍ୟକ୍ରମ ହାତକୁ ନିଆଯିବ ବୋଲି କୁହାଯାଇଛି।
ଏହା ମହିଳାଙ୍କ ସୁରକ୍ଷା ଓ ନିରାପତ୍ତା ପାଇଁ କାର୍ଯ୍ୟ କରିବ। ଏଥିପାଇଁ ଏକ ୬ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ କରାଯିବ। ଏହାସହ ଶକ୍ତିଶ୍ରୀ ମୋବାଇଲ ଆପ ମଧ୍ୟ କାର୍ଯ୍ୟ କରିବ। ଯଦି ଛାତ୍ରୀ ଅସୁବିଧାରେ ପଡ଼ନ୍ତି ନାମ ଗୋପନ ରଖି ଏଥଇରେ ପଞ୍ଜୀକୃତ କରିପାରିବେ।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930