Indus Valley Times

ରାଜ୍ୟରେ ପୁଣି ୮ କରୋନା ସଂକ୍ରମିତଙ୍କ ମୃତ୍ୟୁ

 Breaking News

ରାଜ୍ୟରେ ପୁଣି ୮ କରୋନା ସଂକ୍ରମିତଙ୍କ ମୃତ୍ୟୁ

August 20
12:28 2020

ଭୁବନେଶ୍ବର ୨୦।୮: ରାଜ୍ୟରେ ଆଉ ୮ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୮୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031