Indus Valley Times

ରାଜ୍ୟରେ ବଢ଼ିଛି କଲରାପତରିଆ ସଂଖ୍ୟା

 Breaking News

ରାଜ୍ୟରେ ବଢ଼ିଛି କଲରାପତରିଆ ସଂଖ୍ୟା

October 03
16:56 2024

ଭୁବନେଶ୍ୱର,୩/୧୦ : ରାଜ୍ୟର ପ୍ରଥମ କଲରାପତରିଆ ବାଘ ଗଣନା ରିପୋର୍ଟ ଗୁରୁବାର ପ୍ରକାଶ ପାଇଛି। ଓଡ଼ିଶାରେ ୬୯୬ କଲରାପତରିଆ ବାଘ ଥିବା ରିପୋର୍ଟରୁ ଜଣାପଡ଼ିଛି।
ଏନ୍‌ଟିସିଏ ଦ୍ୱାରା ଫେବୃଆରୀରେ ପ୍ରକାଶିତ ରିପୋର୍ଟ ଅନୁସାରେ, ୨୦୨୨ରେ ରାଜ୍ୟରେ ୫୬୮ ଓ ୨୦୧୮ରେ ୭୬୦ କଲରାପତରିଆ ବାଘ ଥିଲେ।
ତେବେ ପ୍ରଥମଥର ବନ ବିଭାଗ ପକ୍ଷରୁ ନିଜସ୍ବ କଲରାପତରିଆ ଗଣନା କରାଯାଇଛି। ରାଜ୍ୟର ବିଭିନ୍ନ ଜଙ୍ଗଲରେ ଲାଗିଥିବା କ୍ୟାମେରାରେ ଉଠିଥିବା ୨୮୪ଟି ବାଘର ଫଟୋ, ଫୁଟ୍ ପ୍ରିଣ୍ଟ୍ ଆଦିରୁ ବାଘସଂଖ୍ୟା ଜଣାପଡ଼ିଥିବା ସୂଚନା ଦିଆଯାଇଛି।

About Author

indadmin

indadmin

Related Articles

Archives

Calendar

August 2026
M T W T F S S
 12
3456789
10111213141516
17181920212223
24252627282930
31