Indus Valley Times

ରାଜ୍ୟରେ ସୁସ୍ଥ ହେଲେ ରେକର୍ଡ ସଂଖ୍ୟକ ୨୫୧୯ କରୋନା ଆକ୍ରାନ୍ତ

 Breaking News

ରାଜ୍ୟରେ ସୁସ୍ଥ ହେଲେ ରେକର୍ଡ ସଂଖ୍ୟକ ୨୫୧୯ କରୋନା ଆକ୍ରାନ୍ତ

ରାଜ୍ୟରେ ସୁସ୍ଥ ହେଲେ ରେକର୍ଡ ସଂଖ୍ୟକ ୨୫୧୯ କରୋନା ଆକ୍ରାନ୍ତ
August 24
20:53 2020

ଭୁବନେଶ୍ୱର, ୨୪। ୮: ରାଜ୍ୟରରେ ସୋମବାର ଦିନ ରେକର୍ଡ ସଂଖ୍ୟକ ୨୫୧୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
। ଏହାକୁ ମିଶାଇ ସୁସ୍ଥ ହୋଇଥିବା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୫୬୯୨୪ରେ ପହଁଚିଛି ।
ଖୋର୍ଧା ଜିଲ୍ଲାରୁ ସର୍ବାଧିକ ୪୨୮ଜଣ ଆରୋଗ୍ୟ ଲାଭ କରିଥିବା ବେଳେ ବାଲେଶ୍ୱରରୁ ୨୭୬, ଗଞ୍ଜାମରୁ ୨୩୭, କଟକରୁ ୧୫୨, ରାୟଗଡାରୁ ୧୪୪, ଭଦ୍ରକରୁ ୧୪୦, ସୁନ୍ଦରଗଡରୁ ୧୩୮, କୋରାପୁଟରୁ ୯୮, ପୁରୀରୁ ୯୭, ନୟାଗଡରୁ ୯୬, ବଲାଙ୍ଗୀରରୁ ୮୫, ଢେଙ୍କାନାଳରୁ ୬୧, କନ୍ଧମାଳରୁ ୬୦, ସମ୍ବଲପୁରରୁ ୫୯,ଯାଜପୁରରୁ ୫୮, ମୟୂରଭଞ୍ଜରୁ ୫୪, ବରଗଡରୁ ୫୩, ଜଗତସିଂପୁରରୁ ୫୩, ମାଲକାନଗିରିରୁ ୫୨, ଗଜପତିରୁ ୪୨ଜଣ ଆରୋଗ୍ୟ ଲାଭ କରିଛନ୍ତି ।
ସେହିପରି ନବରଙ୍ଗପୁରରୁ ୩୧, କଳାହାଣ୍ଡିରୁ ୨୩, କେନ୍ଦ୍ରାପଡାରୁ ୨୨, ଦେବଗଡରୁ ୧୯, କେଉଁଝରରୁ ୧୯, ଝାରସୁଗୁଡାରୁ ୧୮, ଅନୁଗୋଳରୁ ୩ ଓ ବୌଦ୍ଧରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031