Indus Valley Times

ରାଜ୍ୟ ସରକାରୀ କର୍ମଚାରୀଙ୍କ ବଢ଼ିଲା ଡ଼ିଏ

 Breaking News

ରାଜ୍ୟ ସରକାରୀ କର୍ମଚାରୀଙ୍କ ବଢ଼ିଲା ଡ଼ିଏ

ରାଜ୍ୟ ସରକାରୀ କର୍ମଚାରୀଙ୍କ ବଢ଼ିଲା ଡ଼ିଏ
March 14
15:48 2024

ଭୁବନେଶ୍ୱର, ୧୪/୩ : ରାଜ୍ୟ ସରକାରୀ କର୍ମଚାରୀ ପାଇଁ ଖୁସି ଖବର। ବଢ଼ିଲା ମହଙ୍ଗା ଭତ୍ତା। ସେମାନଙ୍କ ମହଙ୍ଗା ଭତ୍ତା ୪% ବୃଦ୍ଧି କରିଛନ୍ତି ରାଜ୍ୟ ସରକାର।
୪% ବୃଦ୍ଧି ସହିତ ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪୬%ରୁ ୫୦%କୁ ବଢ଼ିଛି। ବର୍ଦ୍ଧିତ ମହଙ୍ଗା ଭତ୍ତା ଜାନୁଆରୀ ପହିଲାରୁ ପିଛିଲା ଭାବେ ଲାଗୁ ହେବ। ଏହା ଦ୍ୱାରା ୪.୫ ଲକ୍ଷ କର୍ମଚାରୀ ଓ ୩.୫ ଲକ୍ଷ ପେନସନ୍ଭୋଗୀ ଉପକୃତ ହେବେ।
ସୂଚନାଯୋଗ୍ୟ,ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ସମସ୍ତେଙ୍କୁ ଖୁସି କରିବାରେ ଲାଗିପଡ଼ିଛନ୍ତି ନବୀନ। କେତେବଳେ ଦରମା ବୃଦ୍ଧି କରୁଛନ୍ତି ଆଉ କେତେବେଳେ ସ୍ୱାସ୍ଥ୍ୟବୀମା ରାଶି ପରିମାଣ ବୃଦ୍ଧି କରୁଛନ୍ତି। ଆଜି ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି।

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031