Indus Valley Times

ରାସ୍ତା ତଳକୁ ଓଲଟିଲା ‘ଇନ୍ଦ୍ରାଣୀ’ ବସ୍, ୨୫ ଆହତ

 Breaking News

ରାସ୍ତା ତଳକୁ ଓଲଟିଲା ‘ଇନ୍ଦ୍ରାଣୀ’ ବସ୍, ୨୫ ଆହତ

ରାସ୍ତା ତଳକୁ ଓଲଟିଲା ‘ଇନ୍ଦ୍ରାଣୀ’ ବସ୍, ୨୫ ଆହତ
March 13
11:13 2023

ବାରିପଦା,୧୩/୩: ବାରିପଦା-ବେତନଟୀ ରାସ୍ତାରେ ବସ୍ ଓଲଟି ପଡିବାରୁ ୨୫ ଜଣ ଆହତ ହୋଇଥିବା ଜଣାପଡିଛି। ଗତକାଲି ବିଳମ୍ବିତ ରାତିରେ ଏହି ଅଘଟଣ ଘଟିଛି।
ସୂଚନାନୁସାରେ, ମୟୂରଭଞ୍ଜ ଜିଲ୍ଲାର ବାରିପଦା-ବେତନଟୀ ରାସ୍ତାରେ ଗତକାଲି ରାତିରେ ବସ୍ ଦୁର୍ଘଟଣା ଘଟିବାରୁ ୨୫ ଜଣ ଆହତ ହୋଇଛନ୍ତି। ବସ୍ଟି ରାଇରଙ୍ଗପୁରରୁ ଭୁବନେଶ୍ୱର ଆସୁଥିବା ବେଳେ ଗତକାଲି ବିଳମ୍ବିତ ରାତିରେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା।
ଜାତୀୟ ରାଜପଥ-୧୮ର କୃଷ୍ଣଚନ୍ଦ୍ରପୁର ନିକଟରେ ବସ୍ଟି ଭାରସାମ୍ୟ ହରାଇ ଓଲଟି ପଡିବାରୁ ଏଥିରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୨୫ ଜଣ ଆହତ ହୋଇଥିଲେ। ଆହତ ଯାତ୍ରୀମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡିଛି। ସେମାନଙ୍କୁ ପିଆରଏମ୍ ମେଡିକାଲରେ ଭର୍ତ୍ତି କରାଯାଇଛି।

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031