Indus Valley Times

ରିମାଣ୍ଡର ଶେଷ ଦିନରେ ହନିଟ୍ରାପ୍ କୁଇନ୍ ଅର୍ଚ୍ଚନାଙ୍କୁ ବାନ୍ଧିଲା ଇଡି

 Breaking News

ରିମାଣ୍ଡର ଶେଷ ଦିନରେ ହନିଟ୍ରାପ୍ କୁଇନ୍ ଅର୍ଚ୍ଚନାଙ୍କୁ ବାନ୍ଧିଲା ଇଡି

ରିମାଣ୍ଡର ଶେଷ ଦିନରେ ହନିଟ୍ରାପ୍ କୁଇନ୍ ଅର୍ଚ୍ଚନାଙ୍କୁ ବାନ୍ଧିଲା ଇଡି
December 13
15:53 2022

ଭୁବନେଶ୍ବର,୧୩/୧୨: ରାଜଧାନୀ ଭୁବନେଶ୍ବରର ଚର୍ଚ୍ଚିତ ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗଙ୍କୁ (ଇଡି) ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ମଙ୍ଗଳବାର ଗିରଫ କରିଛି। ୭ ଦିନିଆ ରିମାଣ୍ଡ ସରିବା ପରେ ଅର୍ଚ୍ଚନା ନାଗଙ୍କୁ ଇଡି ଆଜି କୋର୍ଟରେ ହାଜର କରିଥିଲା। ଭୁବନେଶ୍ୱର ଏସ୍ଡିଜେଏମ୍ କୋର୍ଟରେ ହାଜର କରିବା ପରେ ଅର୍ଚ୍ଚନାଙ୍କୁ ଗିରଫ କରିଛି। ପ୍ରିଭେନସନ ଅଫ୍ ମନି ଲଣ୍ଡରିଂ ଆକ୍ଟରେ ଅର୍ଚ୍ଚନାଙ୍କୁ ଗିରଫ କରିଛି। ପିଏମଏଲଏ ଆଇନ ସେକ୍ସନ ୧୧ ବଳରେ ଅର୍ଚ୍ଚନାଙ୍କୁ ଗିରଫ କରିଛି। ସୂଚନାଯୋଗ୍ୟ, ଅର୍ଚ୍ଚନା ନାଗ ମାମଲାରେ ଇଡି ପୂର୍ବରୁ ଖଗେଶ୍ୱର ପାତ୍ରଙ୍କୁ ଗିରଫ କରିଥିଲା।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031