Indus Valley Times

ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଚଢ଼ାଉ, ଏକକାଳୀନ ୫ଟି ସ୍ଥାନରେ ରେଡ୍

 Breaking News

ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଚଢ଼ାଉ, ଏକକାଳୀନ ୫ଟି ସ୍ଥାନରେ ରେଡ୍

ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଚଢ଼ାଉ, ଏକକାଳୀନ ୫ଟି ସ୍ଥାନରେ ରେଡ୍
December 20
13:17 2025

ଜଗତସିଂହପୁର, ୨୦/୧୨ : ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍। ଜଗତସିଂହପୁର ବନ ବିଭାଗ ରେଞ୍ଜର ରାଜେନ୍ଦ୍ର କୁମାର ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି।
ଜଗତସିଂହପୁର ସଦର ଥାନା ଚାଟରା ସ୍ଥିତ ବାସ ଭବନ ଓ ସରକାରୀ କାର୍ଯ୍ୟାଳୟ ସମେତ ଏକା ସଙ୍ଗରେ ୫ଟି ସ୍ଥାନରେ ରେଡ୍ କରିଛି ଭିଜିଲାନ୍ସ ଟିମ୍। ତିର୍ତ୍ତୋଲ ଥାନା ସାମନ୍ତରାୟପୁର ଗାଁ ସ୍ଥିତ ପୈତୃକ ବାସଭବନରେ ବି ଚଢାଉ ହୋଇଛି। ଚଢଉ ବେଳେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର, ବ୍ୟାଙ୍କ ପାସ ବୁକ, ସୁନା ଗହଣା ଓ ନଗଦ ଟଙ୍କା ଜବତ ହୋଇଛି। ଏବେ ବି ଚଢ଼ାଉ ଜାରି ରହିଛି।

About Author

indadmin

indadmin

Related Articles

Archives

Calendar

August 2026
M T W T F S S
 12
3456789
10111213141516
17181920212223
24252627282930
31