Indus Valley Times

ଲାଞ୍ଚ ନେଇ ଧରାପଡ଼ିଲେ କନିଷ୍ଠ କିରାଣି, ରେଡ୍ ହ୍ୟାଣ୍ଡଡ ଧରିଲା ଭିଜିଲାନ୍ସ

 Breaking News

ଲାଞ୍ଚ ନେଇ ଧରାପଡ଼ିଲେ କନିଷ୍ଠ କିରାଣି, ରେଡ୍ ହ୍ୟାଣ୍ଡଡ ଧରିଲା ଭିଜିଲାନ୍ସ

ଲାଞ୍ଚ ନେଇ ଧରାପଡ଼ିଲେ କନିଷ୍ଠ କିରାଣି, ରେଡ୍ ହ୍ୟାଣ୍ଡଡ ଧରିଲା ଭିଜିଲାନ୍ସ
December 09
20:34 2024

ଭୁବନେଶ୍ୱର, ୯/୧୨: ରାଜ୍ୟ ଦୁର୍ନୀତି ନିବାରଣ ନିର୍ଦ୍ଦେଶାଳୟ ଟିମ୍ ପୁଣି ଜଣେ ସରକାରୀ କର୍ମଚାରୀଙ୍କୁ ଲାଞ୍ଚ ନେବାବେଳେ ଧରିଛି । ସେ ହେଲେ ଭୁବନେଶ୍ୱର ଖଣ୍ଡଗିରି ସବ୍ ରେଜିଷ୍ଟାର କାର୍ଯ୍ୟାଳୟର କନିଷ୍ଠ କିରାଣୀ । ତାଙ୍କ ନାମ ହେଲା ଦେବଜାନୀ କର ।
ସେ ଜଣେ ଅଭିଯୋଗକାରୀଙ୍କ ଠାରୁ ୨୦,୦୦୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ତାଙ୍କଠାରୁ ନଗଦ ଲାଞ୍ଚ ଟଙ୍କା ଜବତ କରିଛି ଭିଜିଲାନ୍ସ । କନିଷ୍ଠ କିରାଣୀ ଦେବଜାନୀଙ୍କର ଦୁଇଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଖୋଳତାଡ଼ କରାଯାଉଛି ।

About Author

indadmin

indadmin

Related Articles

Archives

Calendar

March 2026
M T W T F S S
 1
2345678
9101112131415
16171819202122
23242526272829
3031