Indus Valley Times

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ୱ ନେଲେ ଡ. ଅରବିନ୍ଦ ପାଢ଼ୀ

 Breaking News

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ୱ ନେଲେ ଡ. ଅରବିନ୍ଦ ପାଢ଼ୀ

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ୱ ନେଲେ ଡ. ଅରବିନ୍ଦ ପାଢ଼ୀ
May 24
19:28 2024

ପୁରୀ,୨୫।୫: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଅରବିନ୍ଦ ପାଢ଼ୀ ଶୁକ୍ରବାର ଦାୟିତ୍ୱ ନେଇଛନ୍ତି। ବୀର ବିକ୍ରମ ଯାଦବ ଛୁଟିରେ ଯାଇଥିବାରୁ ଅରବିନ୍ଦ ଅତିରିକ୍ତ ଦାୟିତ୍ୱ ନେଇଛନ୍ତି। ଦାୟିତ୍ୱ ଗ୍ରହଣ ପରେ ମହାପ୍ରଭୁଙ୍କୁ ଦର୍ଶନ କରି ସେବାୟତଙ୍କ ସହ ଆଲୋଚନା କରିଛନ୍ତି ଅରବିନ୍ଦ।

About Author

indadmin

indadmin

Related Articles

Archives

Calendar

June 2024
M T W T F S S
 12
3456789
10111213141516
17181920212223
24252627282930