Indus Valley Times

ସମ୍ଭାବ୍ୟ ବାତ୍ୟା ଆଶଙ୍କାରେ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ

 Breaking News

ସମ୍ଭାବ୍ୟ ବାତ୍ୟା ଆଶଙ୍କାରେ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ

ସମ୍ଭାବ୍ୟ ବାତ୍ୟା ଆଶଙ୍କାରେ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ
December 03
12:22 2021

କରଞ୍ଜିଆ ୩/୧୨: ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ବର୍ଷା ଆଶଙ୍କାରେ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ବନ୍ଦ । ଶନିବାରଠାରୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ ରହିବ । ଦୁଇ ଦିନ ଶିମିଳିପାଳ ବନ୍ଦ ପାଇଁ ବନ ବିଭାଗ ଘୋଷଣା କରିଛି । କେବଳ ରାତ୍ରୀ ରହଣୀ ପାଇଁ ପୂର୍ବରୁ ବୁକିଂ କରିଥିବା ପର୍ଯ୍ୟଟକମାନେ ଭିତରକୁ ଯାଇପାରିବେ । ଶିମିଳିପାଳ ଉତ୍ତର ବନ୍ୟପ୍ରାଣୀ ବନଖଣ୍ଡର ଉପନିର୍ଦ୍ଦେଶକ ସାଇ କିରଣ ଡିଏନ୍ ସୂଚନା ଦେଇଛନ୍ତି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031