Indus Valley Times

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ମାତୃପିତୃ ପୂଜନ ଦିବସ ପାଳିତ

 Breaking News

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ମାତୃପିତୃ ପୂଜନ ଦିବସ ପାଳିତ

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ମାତୃପିତୃ ପୂଜନ ଦିବସ ପାଳିତ
February 15
11:43 2023

ସଞ୍ଜୟ କୁମାର ପାଣିଗ୍ରାହୀ ଙ୍କ ରିପୋର୍ଟ
ବାଲିଗୁଡା,୧୫/୨:ଓଡିଶା ଅଖିଳ ଭାରତୀୟ ସାହିତ୍ୟ ପରିଷଦ ବାଲିଗୁଡା ଶାଖା ତରଫରୁ ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ମାତୃପିତୃ ପୂଜନ ଦିବସ ପାଳିତ ହୋଇଯାଇଛି ।
ଏହି ଉତ୍ସବ ରେ ମୂଖ୍ୟ ଅତିଥି ଭାବେ ଓଡ଼ିଆ ବିଭାଗ ଅଧ୍ୟାପକ ଡ଼ଃ ବିଭୁତି ଭୂଷଣ ଆଚାର୍ଯ୍ୟ,ସମ୍ମାନିତ ଅତିଥି ଭାବେ ଅବସର ପ୍ରାପ୍ତ ଶିକ୍ଷକ ବଂଶୀଧର ପଣ୍ଡା ପ୍ରମୁଖ ଉପସ୍ଥିତ ରହି ମାତୃପିତୃ ପୂଜନର ମହତ୍ୱ ବିଷୟରେ ଅଭିଭାଷଣ ରଖିଥିଲେ ।
ବିଦ୍ୟାଳୟ ର ପ୍ରଧାନାଚାର‌୍ୟ୍ୟ ପୂର୍ଣ୍ଣ ଚନ୍ଦ୍ର ପଣ୍ଡା ସଂଯୋଜନା କରିଥିବା ବେଳେ ଓଡିଶା ଅଖିଳ ଭାରତୀୟ ସାହିତ୍ୟ ପରିଷଦ ବାଲିଗୁଡା ଶାଖାର ସଂଯୋଜକ ତଥା ସଂକୁଳ ପ୍ରମୁଖ ତୀର୍ଥବାସୀ ଘଡ଼ାଇ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031