Indus Valley Times

ସାଂସଦ ଅପରାଜିତା ଷଡ଼ଙ୍ଗୀ ଆଇପିୟୁ ପ୍ରାର୍ଥୀ ଭାବେ ମନୋନୀତ

 Breaking News

ସାଂସଦ ଅପରାଜିତା ଷଡ଼ଙ୍ଗୀ ଆଇପିୟୁ ପ୍ରାର୍ଥୀ ଭାବେ ମନୋନୀତ

ସାଂସଦ ଅପରାଜିତା ଷଡ଼ଙ୍ଗୀ ଆଇପିୟୁ ପ୍ରାର୍ଥୀ ଭାବେ ମନୋନୀତ
October 04
17:24 2022

ଭୁବନେଶ୍ୱର,୪/୧୦: : ଆନ୍ତର୍ଜାତିକ ସ୍ତରରେ ଇଣ୍ଟର ପାର୍ଲାମେଣ୍ଟାରି ୟୁନିୟନ (ଆଇପିୟୁ)ରେ ଭାରତର ପ୍ରାର୍ଥୀଭାବେ ମନୋନୀତ ହୋଇଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ। ୧୭୮ ଦେଶକୁ ନେଇ ଗଠିତ ଇଣ୍ଟର ପାର୍ଲାମେଣ୍ଟାରି ୟୁନିୟନର ୧୫ ଜଣିଆ ଟିମରେ ଗୋଟିଏ ପଦ ଖାଲି ରହିଛି। ଏଥିପାଇଁ ଭାରତ ତରଫରୁ ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କୁ ପ୍ରାର୍ଥୀ କରାଯାଇଛି।
ନିର୍ବାଚନରେ ଭାଗ ନେବା ପାଇଁ ଅକ୍ଟୋବର ୯ ତାରିଖରୁ ୯ ଦିନିଆ ଆଫ୍ରିକାର ରଓ଼୍ବାଣ୍ଡା ଗସ୍ତରେ ଯିବେ ଅପରାଜିତା। ଇଣ୍ଟର ପାର୍ଲାମେଣ୍ଟାରି ୟୁନିୟନର ପ୍ରାର୍ଥୀଭାବେ ମନୋନୀତ କରାଯାଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ବାଚସ୍ପତି ଓମ୍ ବିର୍ଲାଙ୍କୁ କୃତଜ୍ଞତା ଜଣାଇଛନ୍ତି ଅପରାଜିତା।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031