Indus Valley Times

ସାଧାରଣତନ୍ତ୍ର ଦିବସ ପାଇଁ ଜାରି ହେଲା ଗାଇଡଲାଇନ୍, ପତାକା ଉତ୍ତୋଳନ ବେଳେ ୧୦ ଜଣଙ୍କୁ ଅନୁମତି

 Breaking News

ସାଧାରଣତନ୍ତ୍ର ଦିବସ ପାଇଁ ଜାରି ହେଲା ଗାଇଡଲାଇନ୍, ପତାକା ଉତ୍ତୋଳନ ବେଳେ ୧୦ ଜଣଙ୍କୁ ଅନୁମତି

January 25
17:17 2022

ଭୁବନେଶ୍ୱର, ୨୫/୧: ରାଜ୍ୟରେ ଆସନ୍ତାକାଲି ସାଧାରଣତନ୍ତ୍ର ଦିବସ ପାଳନ କରାଯିବ। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ୱତନ୍ତ୍ର ରିଲିଫ୍ କମିସନର ସ୍ବତନ୍ତ୍ର ଗାଇଡଲାଇନ ଜାରି କରିଛନ୍ତି। ଏଥିରେ କୁହାଯାଇଛି ଯେ, ଯେଉଁମାନେ ବ୍ୟକ୍ତିଗତ ଭାବେ ନିଜ ଘରେ ଜାତୀୟ ପତାକା ଉତ୍ତୋଳନ କରିବେ ସେହି ସ୍ଥାନରେ ସର୍ବାଧିକ ପାଇଁ ୫ ଜଣ ଉପସ୍ଥିତ ରହିପାରିବେ।
ଅପରପକ୍ଷରେ କ୍ଲବ୍, ବେସରକାରୀ ଅନୁଷ୍ଠାନରେ ଆନୁଷ୍ଠାନିକ ଭାବେ ଜାତୀୟ ପତାକା ଉତ୍ତୋଳନ ପାଇଁ ୧୦ ଜଣଙ୍କୁ ଅନୁମତି ଦିଆଯିବ। ଜାତୀୟ ପତାକା ଉତ୍ତୋଳନ ବେଳେ ମାସ୍କ ପିନ୍ଧିବା, ସାନିଟାଇଜ୍ କରାଯିବା ଓ ସାମାଜିକ ଦୂରତା ବଜାୟ ରଖିବା ଭଳି ସବୁ କୋଭିଡ୍ କଟକଣା ମାନିବାକୁ ପରାମର୍ଶ ଦିଆଯାଇଛି।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031