Indus Valley Times

‘ସାରା ଦେଶରେ ହେନ୍ତାଳବନ ସୃ୍ଷ୍ଟି କରିବାରେ ଓଡ଼ିଶା ଆଗରେ’ : ମୁଖ୍ୟମନ୍ତ୍ରୀ

 Breaking News

‘ସାରା ଦେଶରେ ହେନ୍ତାଳବନ ସୃ୍ଷ୍ଟି କରିବାରେ ଓଡ଼ିଶା ଆଗରେ’ : ମୁଖ୍ୟମନ୍ତ୍ରୀ

‘ସାରା ଦେଶରେ ହେନ୍ତାଳବନ ସୃ୍ଷ୍ଟି କରିବାରେ ଓଡ଼ିଶା ଆଗରେ’  : ମୁଖ୍ୟମନ୍ତ୍ରୀ
May 12
17:32 2022

ଭୁବନେଶ୍ୱର ୧୨/୫: ‘ସାରା ଦେଶରେ ହେନ୍ତାଳବନ ସୃ୍ଷ୍ଟି କରିବାରେ ଓଡ଼ିଶା ଆଗରେ’ । ଗତ ୨ ବର୍ଷରେ ଦେଶରେ ଜଙ୍ଗଲ ବୃଦ୍ଧି କରିବାରେ ଓଡ଼ିଶା ତୃତୀୟରେ ରହିଛି ।
ବୃକ୍ଷରୋପଣ କାର୍ଯ୍ୟକ୍ରମକୁ ତ୍ବରାନ୍ବିତ କରିବାକୁ ଊୠଙ ସମ୍ମିଳନୀରେ ଉଦ୍ବୋଧନ ଅବସରରେ ଆହ୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।ଏଥିପାଇଁ ସ୍ବତନ୍ତ୍ର ରୋଡ ମ୍ୟାପ୍ ପ୍ରସ୍ତୁତ କରିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।
ସେହିପରି ରିପୋର୍ଟ ଅନୁସାରେ ଗତ ଦୁଇ ବର୍ଷ ଭିତରେ କରୋନା ମହାମାରୀ ସମୟରେ ମଧ୍ୟ ଓଡ଼ିଶାରେ ବନ ସଂରକ୍ଷଣ ଠିକ ରହିଛି ।
ବନାଞ୍ଚଳରେ ଲୋକଙ୍କୁ ନିଯୁକ୍ତି ଦେବା ପାଇଁ ବୃକ୍ଷରୋପଣ ଏକ ଉତ୍ତମ ମାଧ୍ୟମ । ରାଜ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ ସଫଳ ହୋଇଛି ବୋଲିସେ କହିଛନ୍ତି । ମୁଖ୍ୟମନ୍ତ୍ରୀ ଆଜି ଏହି ସମ୍ମିଳନୀକୁ ଉଦ୍ ଘାଟନ କରିଛନ୍ତି । ଏହା ଦୁଇ ଦିନ ଧରି ଚାଲିବ ।

About Author

indadmin

indadmin

Related Articles

Archives

Calendar

May 2024
M T W T F S S
 12345
6789101112
13141516171819
20212223242526
2728293031