Indus Valley Times

ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା କରୋନାରେ ସଂକ୍ରମିତ

 Breaking News

ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା କରୋନାରେ ସଂକ୍ରମିତ

ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା କରୋନାରେ ସଂକ୍ରମିତ
July 08
10:21 2020

ସାଲେପୁର, ୮।୭: କଟକ ଜିଲ୍ଲାର ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା ଏବେ କରୋନାରେ ସଂକ୍ରମିତ ହୋଇଛନ୍ତି । ତାଙ୍କ ପିଏସଓ ଡ୍ରାଇଭର୍ ମଧ୍ୟ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।
ବିଧାୟକଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କ କଣ୍ଟାକ୍ଟ ଟ୍ରେସିଂ ଚାଲିଛି । ବିଧାୟକଙ୍କ ସମେତ ଅନ୍ୟ ୨ ଜଣଙ୍କୁ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031