Indus Valley Times

ହଠାତ୍ ଗାଡି ଆଗକୁ ପଶିଗଲା ଷଣ୍ଢ, ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟିଲା

 Breaking News

ହଠାତ୍ ଗାଡି ଆଗକୁ ପଶିଗଲା ଷଣ୍ଢ, ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟିଲା

August 04
11:39 2024

ପିପିଲି, ୪/୮: ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥ ବରାଗଡ଼ ଗ୍ରାମ ଛକ ନିକଟରେ ଏକ ଦୁର୍ଘଟଣା ଘଟିଛି। ଏଠାରେ କାର ଏକ ସ୍କୁଟିକୁ ପିଟିଲା ପରେ ଭାରସାମ୍ୟ ହରାଇ ୨୦ ଫୁଟ ତଳକୁ ଖସିପଡ଼ିଛି କାର୍।
ଦୁର୍ଘଟଣାରେ ଜଳି ଯାଇଛି କାର୍। ପିପିଲି ଅଗ୍ନିଶମ ବାହିନୀ ପକ୍ଷରୁ ନିଆଁକୁ ଆୟତ୍ତ କରାଯାଉଛି। ଏହି ଦୁର୍ଘଟଣାରେ ୬ଜଣ ଆହତ ହୋଇଛନ୍ତି। ଏକ ଷଣ୍ଢକୁ ରକ୍ଷା କରିବାକୁ ଯାଇ କାର୍ ଟି ସ୍କୁଟିକୁ ଧକ୍କା ଦେଇ ଏଭଳି ଦୁର୍ଘଟଣାର ସମ୍ମୁଖୀନ ହୋଇଥିବା ଜଣାଯାଇଛି।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031