Legatus

ହୀରାକୁଦରେ ବ୍ୟାପୁଛି ଝାଡ଼ାବାନ୍ତି, ସ୍ଥିତି ସମୀକ୍ଷା କଲେ ୨ ଜଣିଆ ବିଶେଷଜ୍ଞ ଟିମ୍

 Breaking News

ହୀରାକୁଦରେ ବ୍ୟାପୁଛି ଝାଡ଼ାବାନ୍ତି, ସ୍ଥିତି ସମୀକ୍ଷା କଲେ ୨ ଜଣିଆ ବିଶେଷଜ୍ଞ ଟିମ୍

March 24
20:13 2024

ସମ୍ବଲପୁର, ୨୪/୩: ହୀରାକୁଦରେ ଝାଡାବାନ୍ତି ବ୍ୟାପିବା ପରେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ନିର୍ଦ୍ଦେଶ କ୍ରମେ ୨ଜଣିଆ ବିଶେଷଜ୍ଞ ଦଳ ହୀରାକୁଦ ପହଂଚି ସ୍ଥିତି ସମୀକ୍ଷା କରିଛନ୍ତି। ଏହି ୨ଜଣିଆ ଟିମ୍ ପ୍ରଥମେ ହୀରାକୁଦ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ପହଂଚି ଡାକ୍ତରଙ୍କ ସହ ଆଲୋଚନା କରିବା ପରେ ଓ୍ବାର୍ଡ ଯାଇ ଭର୍ତ୍ତି ଥିବା ଆକ୍ରାନ୍ତଙ୍କ ସହ ଆଲୋଚନା କରିଛନ୍ତି।
ଖବର ଲେଖାଯିବା ପର‌୍ୟ୍ୟନ୍ତ ଆକ୍ରାନ୍ତଙ୍କ ସଂଖ୍ୟା ୧୭୦ ଟପିଥିବା ସରକାରୀ ସୂତ୍ରରୁ ସୂଚନା ମିଳିଛି।
ଏହି ଦୁଇଜଣିଆ ବିଶେଷଜ୍ଞ ଦଳରେ ରାଜ୍ୟ ଆରଆରଟି ସେଲ୍ର ସଦସ୍ୟ ଡାକ୍ତର ସୁରଜିତ ଓ ଆଇଡିପିଏସ୍ର ଏପିଡେମିଲୋଜିଷ୍ଟ ଡାକ୍ତର ସୁନିତା ଜେନା ରହିଛନ୍ତି। ସମସ୍ତ ଦିଗକୁ ଅନୁଧ୍ୟାନ କରି ଏହି ଟିମ୍ ସ୍ବାସ୍ଥ୍ୟ ବିଭାଗକୁ ରିପୋର୍ଟ ପ୍ରଦାନ କରିବେ ।

About Author

indadmin

indadmin

Related Articles

Archives

Calendar

April 2025
M T W T F S S
 123456
78910111213
14151617181920
21222324252627
282930