Indus Valley Times

ହେବନି ଜିରୋ ନାଇଟ ସେଲିବ୍ରେସନ୍

 Breaking News

ହେବନି ଜିରୋ ନାଇଟ ସେଲିବ୍ରେସନ୍

December 15
22:07 2020

ଭୁବନେଶ୍ବର,୧୫/୧୨: କରୋନା ମହାମାରୀକୁ ଦୃଷ୍ଟିରେ ରଖି ଏଥର ରାଜଧାନୀ ଭୁବନେଶ୍ୱରରେ ହେବନି ଜିରୋ ନାଇଟ ସେଲିବ୍ରେସନ୍ । ନୂଆବର୍ଷ ପାଇଁ ଡିସେମ୍ବର ୩୧ ତାରିଖ ରାତିରେ ଭୁବନେଶ୍ୱରରେ କୌଣସି ପ୍ରକାର ଉତ୍ସବ ପାଳନ କରାଯିବ ନାହିଁ । ଏନେଇ ସୋମବାର ଦିନ ଭୁବନେଶ୍ବର ମହାନଗର ନିଗମ କମିସନର ସୂଚନା ଦେଇଛନ୍ତି ।
ପ୍ରତିବର୍ଷ ଡିସେମ୍ବର ୩୧ ତାରିଖ ରାତିରେ ଭୁବନେଶ୍ୱରରେ ଜିରୋ ନାଇଟ ସେଲିବ୍ରେସନ ହୋଇଥାଏ । କ୍ଲବ ଓ ବିଭିନ୍ନ ବାରରେ ନୂଆ ବର୍ଷ ପାଇଁ ଉତ୍ସବ ପାଳନ ହୋଇଥାଏ । ଏହି ସମୟରେ ବାର ଓ କ୍ଲବରେ ପ୍ରବଳ ଗହଳି ଦେଖିବାକୁ ମିଳିଥାଏ । ତେଣୁ ଏଥର କୋଭିଡ ସଂକ୍ରମଣକୁ ଦୃଷ୍ଟିରେ ରଖି ଏହାକୁ ବନ୍ଦ କରାଯାଇଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031