Legatus

୧୦ରୁ ରାଜ୍ୟବ୍ୟାପୀ ବସ୍ ଧର୍ମଘଟ

 Breaking News

୧୦ରୁ ରାଜ୍ୟବ୍ୟାପୀ ବସ୍ ଧର୍ମଘଟ

October 08
19:37 2023

ଭୁବନେଶ୍ବର,୮/୧୦ : ଆସନ୍ତା ୧୦ ତାରିଖରୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ରାଜ୍ୟରେ ଘରୋଇ ବସ୍ ଧର୍ମଘଟ ହେବ। ଏହି ସମୟରେ କୌଣସି ଘରୋଇ ଯାତ୍ରୀବାହୀ ବସ୍ ଚଳାଚଳ କରିବ ନାହିଁ। ଏନେଇ ଆଜି ପୁଣି ଥରେ ଅଲ ଓଡିଶା ବସ ମାଲିକ ସଂଘ ସାଧାରଣ ବୈଠକରେ ନିଷ୍ପତ୍ତି ହେଇଛି।
ଗତ ୨୭ତାରିଖରେ ମଧ୍ୟ ବୈଠକରେ ବନ୍ଦ କରିବାକୁ ନେଇ ନିଷ୍ପତ୍ତି ନେଇଥିଲେ। ହେଲେ ସରକାର ଆଲୋଚନାକୁ ଡାକିଲେ ନାହିଁ କି ଦିଆଯାଇଥିବା ସ୍ମାରକ ପତ୍ର ମୁତାବକ କୌଣସି ଦାବି ସରକାର ମାନିଲେ ନାହିଁ। ତେଣୁ ଦାବି ପୁରଣ ନହେବା ପର‌୍ୟ୍ୟନ୍ତ ସ୍କୁଲ, କଲେଜ, ଟୁର ଟ୍ରାଭେଲ ବସ ସହ ଘରୋଇ ବସ ବନ୍ଦ ରହିବ ବୋଲି ଅଲ ଓଡିଶା ବସ ମାଲିକ ସଂଘର ସାଧାରଣ ସମ୍ପାଦକ ଦେବେନ୍ଦ୍ର ସାହୁ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

About Author

indadmin

indadmin

Related Articles

Archives

Calendar

March 2025
M T W T F S S
 12
3456789
10111213141516
17181920212223
24252627282930
31