Indus Valley Times

୧୦ ଉଠା ଦୋକାନୀଙ୍କୁ ଧକ୍କା ଦେଲା ବୋଲେରୋ, ୨ ଗୁରୁତର

 Breaking News

୧୦ ଉଠା ଦୋକାନୀଙ୍କୁ ଧକ୍କା ଦେଲା ବୋଲେରୋ, ୨ ଗୁରୁତର

୧୦ ଉଠା ଦୋକାନୀଙ୍କୁ ଧକ୍କା ଦେଲା ବୋଲେରୋ, ୨ ଗୁରୁତର
January 27
20:43 2025

ପାରାଦୀପ,୨୭/୧: ଜଗତସିଂହପୁର ଜିଲା ପାରାଦୀପ ସମୁଦ୍ର କୂଳରେ ସୋମବାର ଏକ ସିରିଜ ଦୁର୍ଘଟଣା ଘଟିଛି। ଏକ ବୋଲେରୋ ଭାରସାମ୍ୟ ହରାଇ ୧୦ଉଠା ଦୋକାନୀଙ୍କୁ ଧକ୍କା ଦେବା ସହ ଏକ କାଠ ପୋଲରେ ପିଟିହୋଇ ଯାଇଥିଲା।
ଦୁର୍ଘଟଣାରେ ୨ଜଣ ଦୋକାନୀ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରି ଅଠରବାଙ୍କୀ ମେଡିକାଲରେ ଭର୍ତ୍ତି କରାଯାଇଛି। ଅନ୍ୟପକ୍ଷେ ବୋଲେରୋରେ ଥିବା ୪ଜଣଙ୍କୁ ସ୍ଥାନୀୟ ଲୋକେ ଧରି ନିସ୍ତୁକ ମାଡ଼ ମାରିଛନ୍ତି। ଜଟାଧାର ମୁହାଣ ସାମୁଦ୍ରିକ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ୪ଜଣଙ୍କୁ ଉଦ୍ଧାର କରି ଥାନରେ ଅଟକ ରଖି ଅଧିକ ପଚରାଉଚରା କରୁଛି।

About Author

indadmin

indadmin

Related Articles

Archives

Calendar

June 2026
M T W T F S S
1234567
891011121314
15161718192021
22232425262728
2930