Indus Valley Times

୧୨ ପ୍ରସ୍ତାବକୁ ଉପରେ ବାଜିଲା କ୍ୟାବିନେଟ ମୋହର

 Breaking News

୧୨ ପ୍ରସ୍ତାବକୁ ଉପରେ ବାଜିଲା କ୍ୟାବିନେଟ ମୋହର

November 21
18:02 2025

ଭୁବନେଶ୍ୱର, ୨୧/୧୧ : ସରିଲା ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିଥିଲା ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ।
ଏଥିରେ ୯ଟି ବିଭାଗର ୧୨ ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର ବାଜିଛି। ୟୁନିଫର୍ମ ସେବା କର୍ମଚାରୀ ଚୟନ ଆୟୋଗ ଗଠନ ପାଇଁ ମଞ୍ଜୁରୀ ମିଳିଛି।
ସେହିପରି ପୋଲିସ, ବନ, ଅବକାରୀ ବିଭାଗର ନିଯୁକ୍ତି କରିବ ଆୟୋଗ। ଏଥିରେ ଜଣେ ଅଧ୍ୟକ୍ଷ, ୨ ଜଣ ସଦସ୍ୟ ରହିବେ।

About Author

indadmin

indadmin

Related Articles

Archives

Calendar

October 2026
M T W T F S S
 1234
567891011
12131415161718
19202122232425
262728293031