Indus Valley Times

୧୫ ଥର ହୋଇଥିଲେ ବାର ଆସୋସିଏସନ୍ ସଭାପତି, ଘରୁ ମିଳିଲା ଝୁଲନ୍ତା ମୃତଦେହ

 Breaking News

୧୫ ଥର ହୋଇଥିଲେ ବାର ଆସୋସିଏସନ୍ ସଭାପତି, ଘରୁ ମିଳିଲା ଝୁଲନ୍ତା ମୃତଦେହ

୧୫ ଥର ହୋଇଥିଲେ ବାର ଆସୋସିଏସନ୍ ସଭାପତି, ଘରୁ ମିଳିଲା ଝୁଲନ୍ତା ମୃତଦେହ
September 27
10:28 2022

ରାଉରକେଲା, ୨୭/୯ : ବରିଷ୍ଠ ଆଇନଜୀବୀ ରମେଶ ବଳଙ୍କ ଆତ୍ମହତ୍ୟା । ରାଉରକେଲା ଡେଲି ମାର୍କେଟ ସ୍ଥିତ ଶ୍ୱଶୁର ଘରେ ଆତ୍ମହତ୍ୟା କରିଛନ୍ତି ରମେଶ । ତେବେ ଆତ୍ମହତ୍ୟା କାରଣ ଅସ୍ପଷ୍ଟ ରହିଥିବା ବେଳେ ପୋଲିସ ଘଟଣାର ଛାନ୍ଭିନ୍ ଆରମ୍ଭ କରିଛି ।
ଖବର ଅନୁଯାୟୀ, ସୋମବାର ବିଳମ୍ବିତ ରାତିରେ ସେ ଆତ୍ମହତ୍ୟା କରିଥିବା ଅନୁମାନ କରାଯାଉଛି । ମଙ୍ଗଳବାର ଦିନ ସକାଳୁ ଘର ଖୋଲିବା ବେଳେ ତାଙ୍କର ଝୁଲନ୍ତା ମୃତଦେହ ଠାବ କରାଯାଇଥିଲା । ବେକରେ ଦୌଡି ଲଗାଇ ଆତ୍ମହତ୍ୟା କରିଛନ୍ତି । ତେବେ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଥିବା ବେଳେ ଉଦିତ୍ ନଗର ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ।

About Author

indadmin

indadmin

Related Articles

Archives

Calendar

July 2024
M T W T F S S
1234567
891011121314
15161718192021
22232425262728
293031