By Swagatika Bhutia Bhubaneswar, Aug. 16: The outcomes of implementation of Integrated Legal Monitoring System (ILMS) has been very impressive for various departments in Odisha and led to reduction of
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୭/୮:କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ସମ୍ମିଳନୀ କକ୍ଷରେ ଜି୍ଲ୍ଲାପାଳ ଆଶିଶ ଇଶ୍ୱର ପାଟିଲ ଅଭିଯୋଗ ଶୁଣାଣୀ କରିଛନ୍ତି ।ଏଥିରେ କନ୍ଧମାଳ ଏସପି ବିନିତ ଅଗ୍ରଓାଲ,ଏସଡିପିଓ ଜିଆର ରାଘେବେନ୍ଦ୍ର, ଉପ ଜିଲ୍ଲପାଳ ଦୁଃଖବନ୍ଧୁ ନାୟକ,