ଭୁବନେଶ୍ୱର,୧୯/୯: ଧାମନଗର ବିଧାୟକ ତଥା ବିଜେପି ନେତା ବିଷ୍ଣୁ ସେଠୀଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ହୋଇଥିଲା। ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ଭୋର୍ ସମୟରେ ତାଙ୍କର ଦେହାନ୍ତ ହୋଇଛି।ବିଷ୍ଣୁ ସେଠୀଙ୍କ ପରଲୋକ ନେଇ ଏମ୍ସ
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୯/୯ : ପାରଳାଖେମୁଣ୍ଡି ସ୍ଥିତ ସ୍ନାତକ ମହିଳା ମହାବିଦ୍ୟାଳୟ ପରିସରରେ ପାରଳାର ପ୍ରାକ୍ତନ ବିଧାୟକ ସ୍ବର୍ଗତ ତ୍ରିନାଥ ସାହୁଙ୍କ ୧୨ତମ ପୂଣ୍ୟତିଥି ଅବସରରେଏକ ସ୍ମୃତିଚାରଣ ସଭା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ମହାବିଦ୍ୟାଳୟ ଅଧ୍ୟକ୍ଷା ଡ଼ଃ ରୀନା
ଭଦ୍ରକ ୧୮/୯: ଭୁଲ ଇଞ୍ଜେକସନ୍ ଯୋଗୁ ରୋଗୀଙ୍କ ମୃତ୍ୟୁ ଅଭିଯୋଗ। ଏହି ଅଭିଯୋଗରେ ଜଣେ ଘରୋଇ ଡାକ୍ତରଖାନାର ଡାକ୍ତର ଏବଂ କର୍ମଚାରୀଙ୍କୁ ଆକ୍ରମଣ ।ଏପରି ଘଟଣା ଭଦ୍ରକରେ
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୮/୯: ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ୭୨ ତମ ଜନ୍ମଦିନ ଉପଲକ୍ଷେ ପାରଳାଖେମୁଣ୍ଡି ଠାରେ ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ସେବା ଦିବସ
କେନ୍ଦୁଝର,୧୮/୯: କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ୧୮ ଦିନରେ ୧୩ ଜଣ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଡିଏମ୍ଓ କିଶୋର ପୃଷ୍ଟି ରବିବାର ଏହି ସୂଚନା ଦେଇଛନ୍ତି। ସେ
CHANDIGARH, SEPT 18: Massive protests broke out on the campus of a private university (Chandigarh University) after `Rumours’ that objectionable
ପୁରୀ,୧୮/୯: ପୁରୀରେ ଭାରତୀୟ ବାୟୁସେନାର ସୂର୍ଯ୍ୟକିରଣ ଏୟାର ସୋ। ବ୍ଲୁ ଫ୍ଲାଗ ବିଚ୍ ବେଳାଭୂମିରେ ବାୟୁସେନା ପକ୍ଷରୁ ହୋଇଛି ଚିତ୍ତାକର୍ଷକ ଏୟାର ସୋ।ବେଳାଭୂମି ଆକାଶରେ ୯ଟି ହକ
କଟକ ୧୮/୯: ଖାନନଗର ପାଖ କାଠଯୋଡି ପୋଲରୁ ନଦୀକୁ ଡେଇଁଲେ ମହିଳା। ପରେ ସ୍ଥାନୀୟ ଲୋକମାନେ ମହିଳାଙ୍କୁ ଉଦ୍ଧାର କରିଛନ୍ତି। ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ