ଭୁବନେଶ୍ବର,୩୦/୯: ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପୂର୍ବ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଏକ ସୁଦୃଶ ଲଘୁଚାପରେ ପରିଣତ ହୋଇଛି। ଏହାପରେ ଏହା ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ମୁହାଁ ହେବ ବୋଲି ଆଞ୍ଚଳିକ ପାଣିପାଗ